Genesis 1:9 — Compare Translations

5 translations compared side by side

Odia - 1840
"ଏହାପରେ ପରମେଶ୍ବର କହିଲେ, ଆକାଶମଣ୍ଡଳ ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନ ରେ ସଂଗୃହିତ ହେଉ। ୟଦ୍ବାରା ଭୂମି ଶୁଖିଲା ଦଖାୟିବେ। ଏବଂ ଏହିପରି ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପରମେଶ୍ଵର କହିଲେ, ଆକାଶମଣ୍ତଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ; ତହିଁରେ ସେହିରୂପ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତୃତୀୟ ଦିନ-ସ୍ଥଳ ଭାଗ ଓ ବୃକ୍ଷଲତା ଏହା ପରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳ ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ, ଯଦ୍ଦ୍ୱାରା ଭୂମି ଶୁଖିଲା ଦେଖାଯିବ” ଏବଂ ଏହିପରି ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।