Genesis 10:1 — Compare Translations

5 translations compared side by side

Odia - 1840
"ନୋହର ପୁତ୍ରମାନେ ଥିଲେ, ଶମେ, ହାମ ଏବଂ ଯଫେତ୍। ବନ୍ଯାପରେ ଏହି ତିନିଜଣ ସମାନଙ୍କେର ସନ୍ତାନ ସନ୍ତତି ଜନ୍ମ ନଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶେମ, ହାମ, ଯେଫତ୍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି । ଜଳପ୍ଳାବନ ଉତ୍ତାରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଜାତିମାନଙ୍କର ବୃଦ୍ଧି ଓ ବିସ୍ତାର ହେଲା ନୋହଙ୍କର ପୁତ୍ରମାନେ ଥିଲେ, ଶେମ, ହାମ ଏବଂ ଯେଫତ୍। ବନ୍ୟା ପରେ ଏହି ତିନି ଜଣଙ୍କର ସନ୍ତାନସନ୍ତତି ଜନ୍ମ ନେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶେମ, ହାମ, ଯେଫତ୍‍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି। ଜଳପ୍ଳାବନ ପରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଶେମ, ହାମ, ଯେଫତ୍‍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି। ଜଳପ୍ଳାବନ ପରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ।