Genesis 10:11 — Compare Translations
5 translations compared side by side
Odia - 1840
"ସହେି ଦେଶରୁ ଅଗ୍ରିଯା ବାହାରି ନୀନିବୀ ରହୋବୋଚ୍ ପୁରୀ ଓ କଲହେ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍ ପୁରୀ ଓ କେଲହ,
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦେଶରୁ ଅଗ୍ରିୟା ବାହାରି ନୀନିବୀ ରହୋବୋତ୍ ପୁରୀ ଓ କେଲହ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍-ପୁରୀ ଓ କେଲହ,
Odia IRV 2017 (ଓଡିଆ ବାଇବେଲ)
ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍ ପୁରୀ ଓ କେଲହ,