Genesis 10:12 — Compare Translations

5 translations compared side by side

Odia - 1840
"ଏବଂ ନୀନିବୀ ଓ କଲହରେ ମଧ୍ଯସ୍ଥିତ ରଷେନ ନଗର ସ୍ଥାପଲ କଲା। (ରଷେନ ଏକ ପ୍ରଧାନ ନଗର ଥିଲା)।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ୍ ନଗର ସ୍ଥାପନ କଲା; ଏହି ରେଷନ୍ ମହାନଗର ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ ନଗର ସ୍ଥାପନ କଲା। (ରେଷନ ଏକ ପ୍ରଧାନ ନଗର ଥିଲା)।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ୍‍ ନଗର ସ୍ଥାପନ କଲା; ଏହି ରେଷନ୍‍ ମହାନଗର।
Odia IRV 2017 (ଓଡିଆ ବାଇବେଲ)
ପୁଣି, ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ୍‍ ନଗର ସ୍ଥାପନ କଲା; ଏହି ରେଷନ୍‍ ମହାନଗର।