Genesis 10:15 — Compare Translations
5 translations compared side by side
Odia - 1840
"ସୀଜୋନର ପିତା ଥିଲେ କିଣାନ, ସିଦୋନ ଥିଲା କିଣାନର ପ୍ରଥମ ପୁତ୍ର। କିଣାନ ମଧ୍ଯ ହେତ୍ର ପିତାଥିଲେ। ହେତ୍ ହେଲେ ହିଟାତୀଯମାନଙ୍କର ପିତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍
Odia Bible ERV 2004 (ପବିତ୍ର ବାଇବଲ)
ସୀଦୋନର ପିତା ଥିଲା କିଣାନ, ସିଦୋନ ଥିଲା କିଣାନର ପ୍ରଥମ ପୁତ୍ର। କିଣାନ ମଧ୍ୟ ହେତର ପିତାଥିଲା। ହେତର ହେଲେ ଦୀଟାତୀୟମାନଙ୍କର ପିତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍
Odia IRV 2017 (ଓଡିଆ ବାଇବେଲ)
ପୁଣି, କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍