Genesis 10:18 — Compare Translations

5 translations compared side by side

Odia - 1840
"ଅର୍ବଦୀଯ, ସାମରୀଯ ଓ ହମାତୀଯ, ଏହିପରି କିଣାନିଯମାନଙ୍କର ବଂଶ ବ୍ଯାପିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଅର୍ବଦୀୟ ଓ ସମାରୀୟ ଓ ହମାତୀୟ; ଅନନ୍ତର କିଣାନୀୟମାନଙ୍କ ବଂଶ ବ୍ୟାପିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅର୍ବଦୀୟ, ସାମରୀୟ ଓ ହମାତୀୟ, ଏହିପରି କିଣାନୀୟମାନଙ୍କର ବଂଶ ବ୍ୟାପିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ଅର୍ବଦୀୟ ଓ ସମାରୀୟ ଓ ହମାତୀୟ; ଏଥିଉତ୍ତାରେ କିଣାନୀୟମାନଙ୍କ ବଂଶ ବ୍ୟାପିଗଲେ।
Odia IRV 2017 (ଓଡିଆ ବାଇବେଲ)
ଓ ଅର୍ବଦୀୟ ଓ ସମାରୀୟ ଓ ହମାତୀୟ; ଏଥିଉତ୍ତାରେ କିଣାନୀୟମାନଙ୍କ ବଂଶ ବ୍ୟାପିଗଲେ।