Genesis 10:19 — Compare Translations

5 translations compared side by side

Odia - 1840
"ତହିଁରେ ସୀଦୋନଠାରୁ ଗରା ରେ ଦିଗକୁ ହସା ପ୍ରର୍ୟ୍ଯନ୍ତ ପୁଣି ସଦୋମ୍, ହ ମାରୋ ଓ ଅଦ୍ମା, ସବୋଯୀମ ଦିଗ ରେ ଲୋଶା ପର୍ୟ୍ଯନ୍ତ କିଣାନୀଯମାନଙ୍କ ବସତିର ସୀମା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ସୀଦୋନଠାରୁ ଗରାର ଦିଗକୁ ହସା ପର୍ଯ୍ୟନ୍ତ ପୁଣି ସଦୋମ, ହମୋରା ଓ ଅଦ୍ମା, ସବୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ ବସତିର ସୀମା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି, ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି, ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା।