Genesis 10:2 — Compare Translations
5 translations compared side by side
Odia - 1840
"ଯଫେତ୍ଙ୍କର ପୁତ୍ରମାନେ ହେଲ, ଗୋମର, ମାଗୋଗ୍, ମାଦଯ, ତୁବଲ, ୟବନ, ମେଶକ ଓ ତିରସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋମର ଓ ମାଗୋଗ୍ ଓ ମାଦୟ ଓ ଯବନ ଓ ତୂବଲ ଓ ମେଶକ୍ ଓ ତିରସ, ଏମାନେ ଯେଫତ୍ର ସନ୍ତାନ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଫତଙ୍କର ବଂଶାବଳୀ ଯେଫତ୍ଙ୍କର ପୁତ୍ରମାନେ ହେଲେ, ଗୋମର, ମାଗୋଗ୍, ମାଦୟ, ତୁବଲ, ଯବନ, ମେଶକ ଓ ତିରସ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋମର, ମାଗୋଗ୍, ମାଦୟ, ଯବନ, ତୁବଲ୍, ମେଶକ୍ ଓ ତୀରସ୍, ଏମାନେ ଯେଫତ୍ର ସନ୍ତାନ।
Odia IRV 2017 (ଓଡିଆ ବାଇବେଲ)
ଗୋମର, ମାଗୋଗ୍, ମାଦୟ, ଯବନ, ତୁବଲ୍, ମେଶକ୍ ଓ ତୀରସ୍, ଏମାନେ ଯେଫତ୍ର ସନ୍ତାନ।