Genesis 10:20 — Compare Translations
5 translations compared side by side
Odia - 1840
"ନିଜ ନିଜ ଦେଶ ଓ ଗୋଷ୍ଠୀ ରେ ସମାନଙ୍କେ ବଂଶ ଓ ଭାଷାନୁସା ରେ ଓ ସମସ୍ତ ହାମର ସନ୍ତାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଆପଣା ଦେଶ ଓ ଗୋଷ୍ଠୀରେ ସେମାନଙ୍କ ବଂଶ ଓ ଭାଷାନୁସାରେ ଏସମସ୍ତେ ହାମର ସନ୍ତାନ ।
Odia Bible ERV 2004 (ପବିତ୍ର ବାଇବଲ)
ନିଜ ନିଜ ଦେଶ ଓ ଗୋଷ୍ଠୀରେ ସେମାନଙ୍କ ବଂଶ ଓ ଭାଷାନୁସାରେ ଏ ସମସ୍ତ ହାମର ସନ୍ତାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଆପଣା ଦେଶ ଓ ଗୋଷ୍ଠୀରେ ସେମାନଙ୍କ ବଂଶ ଓ ଭାଷାନୁସାରେ ଏସମସ୍ତେ ହାମର ସନ୍ତାନ।
Odia IRV 2017 (ଓଡିଆ ବାଇବେଲ)
ଆପଣା ଆପଣା ଦେଶ ଓ ଗୋଷ୍ଠୀରେ ସେମାନଙ୍କ ବଂଶ ଓ ଭାଷାନୁସାରେ ଏସମସ୍ତେ ହାମର ସନ୍ତାନ।