Genesis 10:21 — Compare Translations

5 translations compared side by side

Odia - 1840
"ଯଫେତର ବଡ଼ଭାଇ ଶମଙ୍କେର ମଧ୍ଯ ସନ୍ତାନ ସନ୍ତତି ଥିଲେ, ସହେି ଏବର ଯଫେତର ବଡ଼ଭାଇ ହିବ୍ରୁ ବଂଶଧରମାନଙ୍କ ଆଦିପୁରୁଷ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଫତ୍ର ଜ୍ୟେଷ୍ଠ ଭ୍ରାତା ଶେମର ମଧ୍ୟ ସନ୍ତାନସନ୍ତତି ଥିଲେ, ଅର୍ଥାତ୍, ସେ ଏବରର ସନ୍ତାନମାନଙ୍କ ଆଦିପୁରୁଷ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶେମର ବଂଶାବଳୀ ଯେଫତର ବଡ଼ଭାଇ ଶେମଙ୍କର ମଧ୍ୟ ସନ୍ତାନସନ୍ତତି ଥିଲେ, ସେହି ଏବର ଯେଫତର ବଡ଼ଭାଇ ହିବ୍ରୁ ବଂଶଧରମାନଙ୍କ ଆଦିପୁରୁଷ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଫତ୍‍ର ଜ୍ୟେଷ୍ଠ ଭ୍ରାତା ଶେମର ମଧ୍ୟ ସନ୍ତାନସନ୍ତତି ଥିଲେ, ଅର୍ଥାତ୍‍, ସେ ଏବରର ସନ୍ତାନମାନଙ୍କ ଆଦିପୁରୁଷ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଯେଫତ୍‍ର ଜ୍ୟେଷ୍ଠ ଭ୍ରାତା ଶେମର ମଧ୍ୟ ସନ୍ତାନସନ୍ତତି ଥିଲେ, ଅର୍ଥାତ୍‍, ସେ ଏବରର ସନ୍ତାନମାନଙ୍କ ଆଦିପୁରୁଷ ଥିଲା।