Genesis 10:24 — Compare Translations

5 translations compared side by side

Odia - 1840
"ଏବଂ ଅର୍ଫକ୍ଷଦର ସନ୍ତାନ ଶଲହେ ଓ ଶଲହରେ ସନ୍ତାନ ଏବର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅର୍ଫକ୍ଷଦର ସନ୍ତାନ ଶେଲହ ଓ ଶେଲହର ସନ୍ତାନ ଏବର ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଅର୍ଫ‌କ୍‌ଷଦର ସନ୍ତାନ ଶେଲହ, ଓ ଶେଲହର ସନ୍ତାନ ଏବର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅର୍ଫକ୍ଷଦର ସନ୍ତାନ ଶେଲହ ଓ ଶେଲହର ସନ୍ତାନ ଏବର।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅର୍ଫକ୍‍ଷଦର ସନ୍ତାନ ଶେଲହ ଓ ଶେଲହର ସନ୍ତାନ ଏବର।