Genesis 10:25 — Compare Translations

5 translations compared side by side

Odia - 1840
"ଏହି ଏବରର ଦୁଇ ପୁତ୍ର, ପ୍ରଥମର ନାମ ପଲେଗ୍ କାରଣ ସହେି ସମୟରେ ପୃଥିବୀ ବିଭକ୍ତ ହେଲା। ତାହାର ଭ୍ରାତାର ନାମ ୟକ୍ତନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଏବରର ଦୁଇ ପୁତ୍ର; ଏକର ନାମ ପେଲଗ୍ (ବିଭାଗ), କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା; ତାହାର ଭ୍ରାତାର ନାମ ଯକ୍ତନ୍ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଏବରର ଦୁଇ ପୁତ୍ର, ପ୍ରଥମର ନାମ ପେଲଗ୍, କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା। ତାହାର ଭ୍ରାତାର ନାମ ଯକ୍ତନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଏବରର ଦୁଇ ପୁତ୍ର; ଏକର ନାମ ପେଲଗ୍‍ (ବିଭାଗ), କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା; ତାହାର ଭ୍ରାତାର ନାମ ଯକ୍ତନ୍‍।
Odia IRV 2017 (ଓଡିଆ ବାଇବେଲ)
ଏହି ଏବରର ଦୁଇ ପୁତ୍ର; ଏକର ନାମ ପେଲଗ୍‍ (ବିଭାଗ), କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା; ତାହାର ଭ୍ରାତାର ନାମ ଯକ୍ତନ୍‍।