Genesis 10:26 — Compare Translations
5 translations compared side by side
Odia - 1840
"ଏବଂ ୟକ୍ତନର ପୁତ୍ର ଅଲମାଦେଦ୍ ଓ ଶଲେପ୍, ହତସର୍ମାବତ ଓ ଯରହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯକ୍ତନ୍ର ପୁତ୍ର ଅଲମୋଦଦ ଓ ଶେଲପ୍ ଓ ହତ୍ସର୍ମାବତ୍ ଓ ଯେରହ
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଯକ୍ତନର ପୁତ୍ର ଅଲମୋଦଦ୍ ଓ ଶେଲପ୍, ହତ୍ସର୍ମାବତ ଓ ଯେରହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯକ୍ତନ୍ର ପୁତ୍ର ଅଲ୍ମୋଦଦ ଓ ଶେଲଫ୍ ଓ ହତ୍ସର୍ମାବତ୍ ଓ ଯେରହ
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯକ୍ତନ୍ର ପୁତ୍ର ଅଲ୍ମୋଦଦ ଓ ଶେଲଫ୍ ଓ ହତ୍ସର୍ମାବତ୍ ଓ ଯେରହ