Genesis 10:31 — Compare Translations

5 translations compared side by side

Odia - 1840
"ଆପଣା ଦେଶ ରେ ସମାନଙ୍କେର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏ ସମସ୍ତେ ଶମରେ ସନ୍ତାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଆପଣା ଦେଶରେ ସେମାନଙ୍କର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏସମସ୍ତେ ଶେମର ସନ୍ତାନ ।
Odia Bible ERV 2004 (ପବିତ୍ର ବାଇବଲ)
ଆପଣା ଦେଶରେ ସେମାନଙ୍କର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏ ସମସ୍ତେ ଶେମର ସନ୍ତାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଆପଣା ଦେଶରେ ସେମାନଙ୍କର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏସମସ୍ତେ ଶେମର ସନ୍ତାନ।
Odia IRV 2017 (ଓଡିଆ ବାଇବେଲ)
ଆପଣା ଆପଣା ଦେଶରେ ସେମାନଙ୍କର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏସମସ୍ତେ ଶେମର ସନ୍ତାନ।