Genesis 10:32 — Compare Translations
5 translations compared side by side
Odia - 1840
"ନିଜ ନିଜ ଗୋଷ୍ଠୀ ରେ ସମାନଙ୍କେ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ। ପୁଣି ଜଳପ୍ଲାବନ ପରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀ ରେ ବିଭକ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନିଜ ନିଜ ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ। ପୁଣି ଜଳପ୍ଳାବନ ପରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି, ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି, ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ।