Genesis 10:4 — Compare Translations
5 translations compared side by side
Odia - 1840
"ପୁଣି ଇଲୀଶା, ତର୍ଶୀଶ, କିତ୍ତୀମ ଓ ଦୋଦାନୀମ ଏମାନେ ୟବନର ସନ୍ତାନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଇଲୀଶା, ତର୍ଶୀଶ, କିତ୍ତୀମ ଓ ଦୋଦାନୀମ ଏମାନେ ଯବନର ସନ୍ତାନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ।