Genesis 10:5 — Compare Translations
5 translations compared side by side
Odia - 1840
"ଏମାନଙ୍କଠାରୁ ଅନ୍ୟଦେଶୀଯମାନଙ୍କର ଦ୍ବୀପ ନିବାସୀଗଣ ଆପଣାମାନଙ୍କ ପାଇଁ ଦେଶ ବିଦେଶ ରେ ନିଜ ନିଜ ଭାଷାନୁୟାଯୀ ବ୍ଯାପ୍ତ ହାଇେ ନିଜ ନିଜ ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ଵୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ଵ ସ୍ଵ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏମାନଙ୍କଠାରୁ ଅନ୍ୟ ଦେଶୀୟମାନଙ୍କର ଦ୍ୱୀପନିବାସୀଗଣ ଆପଣାମାନଙ୍କ ପାଇଁ ଦେଶ ବିଦେଶରେ ନିଜ ନିଜ ଭାଷାନୁଯାୟୀ ବ୍ୟାପ୍ତ ହୋଇ ନିଜ ନିଜ ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ୱୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ୱ ସ୍ୱ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ୱୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ୱ ସ୍ୱ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ।