Genesis 10:7 — Compare Translations
5 translations compared side by side
Odia - 1840
"ସବା, ହବୀଲା, ସପ୍ତା, ରଯମା ଓ ସପ୍ତକା ଏମାନେ ଥିଲେ କୂଶର ସନ୍ତାନ। ଶିବା ଓ ଦନାନ ଏମାନେ ରଯମାର ସନ୍ତାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସବା ଓ ହବୀଲା ଓ ସପ୍ତା ଓ ରୟମା ଓ ସପ୍ତକା, ଏମାନେ କୂଶର ସନ୍ତାନ । ଶିବା ଓ ଦାଦାନ, ଏମାନେ ରୟମାର ସନ୍ତାନ ।
Odia Bible ERV 2004 (ପବିତ୍ର ବାଇବଲ)
ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା ଏମାନେ ଥିଲେ କୂଶର ସନ୍ତାନ। ଶିବା ଓ ଦନାନ ଏମାନେ ରୟମାର ସନ୍ତାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା, ଏମାନେ କୂଶର ସନ୍ତାନ। ଶିବା ଓ ଦଦାନ, ଏମାନେ ରୟମାର ସନ୍ତାନ।
Odia IRV 2017 (ଓଡିଆ ବାଇବେଲ)
ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା, ଏମାନେ କୂଶର ସନ୍ତାନ। ଶିବା ଓ ଦଦାନ, ଏମାନେ ରୟମାର ସନ୍ତାନ।