Genesis 10:8 — Compare Translations
5 translations compared side by side
Odia - 1840
"ନିମ୍ରୋଜ୍ କୂଶର ପୁତ୍ର। ସେ ପୃଥିବୀ ମଧିଅରେ ପରାକ୍ରମି ହବୋକୁ ଲାଗିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିମ୍ରୋଦ୍ କୂଶର ପୁତ୍ର; ସେ ପୃଥିବୀ ମଧ୍ୟରେ ପରାକ୍ରମୀ ହେବାକୁ ଲାଗିଲା ।
Odia Bible ERV 2004 (ପବିତ୍ର ବାଇବଲ)
ନିମ୍ରୋଦ୍ କୂଶର ପୁତ୍ର। ସେ ପୃଥିବୀ ମଧ୍ୟରେ ପରାକ୍ରମି ହେବାକୁ ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିମ୍ରୋଦ୍ କୂଶର ପୁତ୍ର; ସେ ପୃଥିବୀ ମଧ୍ୟରେ ପରାକ୍ରମୀ ହେବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ନିମ୍ରୋଦ୍ କୂଶର ପୁତ୍ର; ସେ ପୃଥିବୀ ମଧ୍ୟରେ ପରାକ୍ରମୀ ହେବାକୁ ଲାଗିଲା।