Genesis 10:9 — Compare Translations

5 translations compared side by side

Odia - 1840
"ସେ ସଦାପ୍ରଭୁଙ୍କ ସାକ୍ଷାତ ରେ ପରାକ୍ରାନ୍ତ ବ୍ଯାଧ ହେଲା। ସଦାପ୍ରଭୁଙ୍କ ସାକ୍ଷାତ ରେ ପରାକ୍ରାନ୍ତ ବ୍ଯାଧ ନିମ୍ରୋଜ ତୁଲ୍ଯ ଥିଲେ ବୋଲି ଲୋକମାନେ କହୁଥିଲେ, ସେ ବ୍ଯକ୍ତି ନିମ୍ରୋଜ ସଦୃଶ ସଦାପ୍ରଭୁଙ୍କ ସମ୍ମୁଖ ରେ ଗୋଟିଏ ପରାକ୍ରାନ୍ତ ବ୍ଯାଧ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରା; ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରା; ବ୍ୟାଧ ନିମ୍ରୋଦ୍ ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା। ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍ ତୁଲ୍ୟ ଥିଲେ ବୋଲି ଲୋକମାନେ କହୁଥିଲେ, “ସେ ବ୍ୟକ୍ତି ନିମ୍ରୋଦ୍ ସଦୃଶ ସଦାପ୍ରଭୁଙ୍କ ସମ୍ମୁଖରେ ଗୋଟିଏ ପରାକ୍ରାନ୍ତ ବ୍ୟାଧ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍‍ ତୁଲ୍ୟ।”
Odia IRV 2017 (ଓଡିଆ ବାଇବେଲ)
ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍‍ ତୁଲ୍ୟ।”