Genesis 11:1 — Compare Translations
5 translations compared side by side
Odia - 1840
"ବନ୍ଯାପରେ ପୃଥିବୀ ରେ ଏକ ପ୍ରକାର ଭାଷା କହୁଥିଲେ। ସମସ୍ତ ଲୋକ ଏକ ପ୍ରକାର ଶବ୍ଦ ବ୍ଯବହାର କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୂର୍ବେ ସମୁଦାୟ ପୃଥିବୀରେ ଏକ ଭାଷା ଓ ଏକ ରୂପ ଉଚ୍ଚାରଣ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀ ଭାଗ ଭାଗ ହେଲା ବନ୍ୟା ପରେ ପୃଥିବୀରେ ଏକ ପ୍ରକାର ଭାଷା କହୁଥିଲେ। ସମସ୍ତ ଲୋକ ଏକ ପ୍ରକାର ଶବ୍ଦ ବ୍ୟବହାର କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୂର୍ବେ ସମୁଦାୟ ପୃଥିବୀରେ ଏକ ଭାଷା ଓ ଏକରୂପ ଉଚ୍ଚାରଣ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୂର୍ବେ ସମୁଦାୟ ପୃଥିବୀରେ ଏକ ଭାଷା ଓ ଏକ ରୂପ ଉଚ୍ଚାରଣ ଥିଲା।