Genesis 11:10 — Compare Translations
5 translations compared side by side
Odia - 1840
"ଏହା ହେଉଛି ଶମେ ପରିବାରର ବିବରଣୀ, ଯେ ତବେଳେ ଶମେକୁ ଏକଶହ ବର୍ଷ ହାଇେଥିଲା ଏବଂ ବନ୍ଯାର ଦୁଇବର୍ଷ ପରେ ସେ ଅର୍ଫକଷଦର ପିତା ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶେମର ବଂଶାବଳୀ ଏହି । ଜଳପ୍ଳାବନର ଦୁଇ ବର୍ଷ ଉତ୍ତାରେ ଶେମ ଶହେ ବର୍ଷ ବୟସରେ ଅର୍ଫକ୍ଷଦକୁ ଜାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶେମର ବଂଶାବଳୀ ଏହା ହେଉଛି ଶେମ ପରିବାରର ବିବରଣୀ, ଯେତେବେଳେ ଶେମକୁ ଏକ ଶହ ବର୍ଷ ହୋଇଥିଲା ଏବଂ ବନ୍ୟାର ଦୁଇ ବର୍ଷ ପରେ ସେ ଅର୍ଫକ୍ଷଦର ପିତା ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶେମର ବଂଶାବଳୀ ଏହି। ଜଳପ୍ଳାବନର ଦୁଇ ବର୍ଷ ଉତ୍ତାରେ ଶେମ ଶହେ ବର୍ଷ ବୟସରେ ଅର୍ଫକ୍ଷଦକୁ ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ଶେମର ବଂଶାବଳୀ ଏହି। ଜଳପ୍ଳାବନର ଦୁଇ ବର୍ଷ ଉତ୍ତାରେ ଶେମ ଶହେ ବର୍ଷ ବୟସରେ ଅର୍ଫକ୍ଷଦକୁ ଜାତ କଲା।