Genesis 11:12 — Compare Translations
5 translations compared side by side
Odia - 1840
"ଆର୍ଫକଷଦ ପଞ୍ଚତିରିଶ ବର୍ଷ ବଯସ ରେ ଶଲହରେ ପିତା ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅର୍ଫକ୍ଷଦ ପଞ୍ଚତିରିଶ ବର୍ଷ ବୟସରେ ଶେଲହକୁ ଜାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅର୍ଫକ୍ଷଦ ପଞ୍ଚତିରିଶ୍ ବର୍ଷ ବୟସରେ ଶେଲହର ପିତା ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅର୍ଫକ୍ଷଦ ପଞ୍ଚତିରିଶ ବର୍ଷ ବୟସରେ ଶେଲହକୁ ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅର୍ଫକ୍ଷଦ ପଞ୍ଚତିରିଶ ବର୍ଷ ବୟସରେ ଶେଲହକୁ ଜାତ କଲା।