Genesis 11:14 — Compare Translations

5 translations compared side by side

Odia - 1840
"ଶଲହକେୁ ତିରିଶ ବର୍ଷ ବଯସ ରେ ସେ ଏବରର ପିତା ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶେଲହ ତିରିଶ ବର୍ଷ ବୟସରେ ଏବରକୁ ଜାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶେଲହକୁ ତିରିଶ୍ ବର୍ଷ ବୟସରେ ସେ ଏବରର ପିତା ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶେଲହ ତିରିଶ ବର୍ଷ ବୟସରେ ଏବରକୁ ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶେଲହ ତିରିଶ ବର୍ଷ ବୟସରେ ଏବରକୁ ଜାତ କଲା।