Genesis 11:15 — Compare Translations
5 translations compared side by side
Odia - 1840
"ଏବର ଜନ୍ମ ହବୋପରେ ଶଲହେ 403 ବର୍ଷ ବଞ୍ଚିଲା। ସହେି ସମୟ ମଧିଅରେ ସେ ପୁତ୍ର କନ୍ଯାଙ୍କୁ ଜନ୍ମ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବରର ଜନ୍ମ ଉତ୍ତାରେ ଶେଲହ ଚାରିଶହ ତିନି ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏବର ଜନ୍ମ ହେବାପରେ ଶେଲହ 403 ବର୍ଷ ବଞ୍ଚିଲା। ସେହି ସମୟ ମଧ୍ୟରେ ସେ ପୁତ୍ରକନ୍ୟାଙ୍କୁ ଜନ୍ମ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବରର ଜନ୍ମ ଉତ୍ତାରେ ଶେଲହ ଚାରି ଶହ ତିନି ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ଏବରର ଜନ୍ମ ଉତ୍ତାରେ ଶେଲହ ଚାରିଶହ ତିନି ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।
Recommended Reading