Genesis 11:16 — Compare Translations
5 translations compared side by side
Odia - 1840
"ଏବରକୁ 34 ବର୍ଷପରେ ତାଙ୍କର ଏକ ପୁତ୍ର ଜନ୍ମିଲା ଯାହାର ନାମ ପଲଗେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏବର ଚୌତ୍ରିଶ ବର୍ଷ ବୟସରେ ପେଲଗକୁ ଜାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏବରକୁ 34 ବର୍ଷ ପରେ ତା’ର ଏକ ପୁତ୍ର ଜନ୍ମିଲା ଯାହାର ନାମ ପେଲଗ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏବର ଚୌତ୍ରିଶ ବର୍ଷ ବୟସରେ ପେଲଗ୍କୁ ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏବର ଚୌତ୍ରିଶି ବର୍ଷ ବୟସରେ ପେଲଗ୍କୁ ଜାତ କଲା।