Genesis 11:17 — Compare Translations
5 translations compared side by side
Odia - 1840
"ପଲଗରେ ଜନ୍ମପରେ, ଏବର 430 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ତାଙ୍କର ଅନ୍ୟ ସନ୍ତାନ ସନ୍ତତିମାନେ ଜନ୍ମ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପେଲଗର ଜନ୍ମ ଉତ୍ତାରେ ଏବର ଚାରିଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ପେଲଗର ଜନ୍ମ ପରେ, ଏବର 430 ବର୍ଷ ବଞ୍ଚିଲା। ସେହି ସମୟ ମଧ୍ୟରେ ତା’ର ଅନ୍ୟ ସନ୍ତାନସନ୍ତତିମାନେ ଜନ୍ମ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପେଲଗ୍ର ଜନ୍ମ ଉତ୍ତାରେ ଏବର ଚାରି ଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ପେଲଗ୍ର ଜନ୍ମ ଉତ୍ତାରେ ଏବର ଚାରିଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟା ଜାତ କଲା।
Recommended Reading