Genesis 11:2 — Compare Translations

5 translations compared side by side

Odia - 1840
"ଲୋକମାନେ ପୂର୍ବ ଦିଗ ରେ ଭ୍ରମଣ କରୁ କରୁ ସମାନେେ ଶିନିଯର ଦେଶ ରେ ଏକ ସମତଳ ଭୂମି ପାଇଲେ। ଲୋକମାନେ ସଠାେରେ ବସତି ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଘଟଣା କ୍ରମେ ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ଶିନୀୟର ଦେଶରେ ଏକ ପ୍ରାନ୍ତର ପାଇ ସେଠାରେ ବସତି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ସେମାନେ ଶିନିୟର ଦେଶରେ ଏକ ସମତଳ ଭୂମି ପାଇଲେ। ଲୋକମାନେ ସେଠାରେ ବସତି ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଘଟଣାକ୍ରମେ ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ଶିନୀୟର ଦେଶରେ ଏକ ପ୍ରାନ୍ତର ପାଇ ସେଠାରେ ବସତି କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଘଟଣା କ୍ରମେ ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ଶିନୀୟର ଦେଶରେ ଏକ ପ୍ରାନ୍ତର ପାଇ ସେଠାରେ ବସତି କଲେ।