Genesis 11:22 — Compare Translations

5 translations compared side by side

Odia - 1840
"ସରୁଗ ତିରିଶ ବର୍ଷ ବଯସ ରେ ନାହାରରେ ପିତା ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସରୁଗ ତିରିଶ ବର୍ଷ ବୟସରେ ନାହୋରକୁ ଜାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସରୁଗ ତିରିଶ୍ ବର୍ଷ ବୟସରେ ନାହୋରର ପିତା ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସରୁଗ ତିରିଶ ବର୍ଷ ବୟସରେ ନାହୋରକୁ ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସରୁଗ ତିରିଶ ବର୍ଷ ବୟସରେ ନାହୋରକୁ ଜାତ କଲା।