Genesis 11:23 — Compare Translations

5 translations compared side by side

Odia - 1840
"ନାହାରରେ ଜନ୍ମ ପରେ ସରୁଗ 200 ବର୍ଷ ଅଧିକ ବଞ୍ଚିଲେ। ସହେି ସମୟରେ ମଧିଅରେ ତାଙ୍କଠାରୁ ଅନ୍ୟ ପୁତ ୍ରକନ୍ଯାମାନ ଜନ୍ମ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନାହୋରର ଜନ୍ମ ଉତ୍ତାରେ ସରୁଗ ଦୁଇଶହ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ନାହୋରର ଜନ୍ମ ପରେ ସରୁଗ 200 ବର୍ଷ ଅଧିକ ବଞ୍ଚିଲା। ସେହି ସମୟ ମଧ୍ୟରେ ତା’ଠାରୁ ଅନ୍ୟ ପୁତ୍ରକନ୍ୟାମାନ ଜନ୍ମ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନାହୋରର ଜନ୍ମ ଉତ୍ତାରେ ସରୁଗ ଦୁଇ ଶହ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ନାହୋରର ଜନ୍ମ ଉତ୍ତାରେ ସରୁଗ ଦୁଇଶହ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।