Genesis 11:24 — Compare Translations

5 translations compared side by side

Odia - 1840
"ନାହାରକେୁ ଅଣତିରିଶ ବର୍ଷ ବଯସ ରେ ତରହକେୁ ଜନ୍ମ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ନାହୋର ଊନତ୍ରିଂଶ ବର୍ଷ ବୟସରେ ତେରହକୁ ଜାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ନାହୋର ଅଣତିରିଶ୍ ବର୍ଷ ବୟସରେ ତେରହକୁ ଜନ୍ମ ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ନାହୋର ଅଣତିରିଶ ବର୍ଷ ବୟସରେ ତେରହକୁ ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ନାହୋର ଅଣତିରିଶ ବର୍ଷ ବୟସରେ ତେରହକୁ ଜାତ କଲା।