Genesis 11:25 — Compare Translations

5 translations compared side by side

Odia - 1840
"ତରହରେ ଜନ୍ମ ପରେ ନାହାରେ 119 ବର୍ଷ ବଞ୍ଚିଲେ। ସହେି ସମୟରେ ତାଙ୍କଠାରୁ ଅନ୍ୟ ପୁତ୍ରମାନେ ଜନ୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେରହର ଜନ୍ମ ଉତ୍ତାରେ ନାହୋର ଶହେ ଊଣାଇଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେରହର ଜନ୍ମ ପରେ ନାହୋର 119 ବର୍ଷ ବଞ୍ଚିଲା। ସେହି ସମୟରେ ତା’ଠାରୁ ଅନ୍ୟ ପୁତ୍ରକନ୍ୟାମାନେ ଜନ୍ମ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେରହର ଜନ୍ମ ଉତ୍ତାରେ ନାହୋର ଶହେ ଊଣେଇଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ତେରହର ଜନ୍ମ ଉତ୍ତାରେ ନାହୋର ଶହେ ଊଣାଇଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।

Recommended Reading