Genesis 11:26 — Compare Translations

5 translations compared side by side

Odia - 1840
"ତରହକେୁ ସତୁରି ବର୍ଷ ବଯସ ରେ ତାଙ୍କର ପୁତ୍ର ଅବ୍ରାମ, ନାହାରେ ଓ ହାରଣ ଜନ୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତେରହକୁ ସତୁରି ବର୍ଷ ବୟସ ହେଲା । ସେ ଅବ୍ରାମ ଓ ନାହୋର ଓ ହାରଣ, ଏମାନଙ୍କୁ ଜାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେରହର ସତୁରି ବର୍ଷ ବୟସରେ ତା’ର ପୁତ୍ର ଅବ୍ରାମ, ନାହୋର ଓ ହାରଣ ଜନ୍ମ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତେରହକୁ ସତୁରି ବର୍ଷ ବୟସ ହେଲା। ସେ ଅବ୍ରାମ ଓ ନାହୋର ଓ ହାରଣ, ଏମାନଙ୍କୁ ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତେରହକୁ ସତୁରି ବର୍ଷ ବୟସ ହେଲା। ସେ ଅବ୍ରାମ ଓ ନାହୋର ଓ ହାରଣ, ଏମାନଙ୍କୁ ଜାତ କଲା।