Genesis 11:27 — Compare Translations

5 translations compared side by side

Odia - 1840
"ଏହା ଅଟେ ତରହରେ ବଂଶାବଳୀ। ତରହେ ଥିଲେ ଅବ୍ରାମ, ନାହାରେ ଓ ହାରୋଣର ପିତା। ହାରୋଣ ଲୋଟକୁ ଜନ୍ମ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେରହର ବଂଶାବଳୀ । ତେରହ ଅବ୍ରାମ ଓ ନାହୋର ଓ ହାରଣକୁ ଜାତ କଲା । ପୁଣି ସେହି ହାରଣ ଲୋଟକୁ ଜାତ କଲା;
Odia Bible ERV 2004 (ପବିତ୍ର ବାଇବଲ)
ତେରହର ବଂଶାବଳୀ ଏହା ଅଟେ ତେରହର ବଂଶାବଳୀ। ତେରହ ଥିଲା ଅବ୍ରାମ, ନାହୋର ଓ ହାରୋଣର ପିତା। ହାରୋଣ ଲୋଟକୁ ଜନ୍ମ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେରହର ବଂଶାବଳୀ। ତେରହ ଅବ୍ରାମ ଓ ନାହୋର ଓ ହାରଣକୁ ଜାତ କଲା। ପୁଣି, ସେହି ହାରଣ ଲୋଟକୁ ଜାତ କଲା;
Odia IRV 2017 (ଓଡିଆ ବାଇବେଲ)
ତେରହର ବଂଶାବଳୀ। ତେରହ ଅବ୍ରାମ ଓ ନାହୋର ଓ ହାରଣକୁ ଜାତ କଲା। ପୁଣି, ସେହି ହାରଣ ଲୋଟକୁ ଜାତ କଲା;