Genesis 11:28 — Compare Translations

5 translations compared side by side

Odia - 1840
"ହାରୋଣ ଆପଣା ପିତା ତରହରେ ସାକ୍ଷା ସାକ୍ଷାତ ରେ କଲଦୀଯମାନଙ୍କ ଊର୍ ନାମକ ଆପଣା ଜନ୍ମ ଦେଶ ରେ ମଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହାରଣ ଆପଣା ପିତା ତେରହର ସାକ୍ଷାତରେ କଲଦୀୟମାନଙ୍କ ଊର ନାମକ ଆପଣା ଜନ୍ମଦେଶରେ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣ ଆପଣା ପିତା ତେରହର ସାକ୍ଷାତରେ କଲଦୀୟମାନଙ୍କ ଊର୍ ନାମକ ଆପଣା ଜନ୍ମ ଦେଶରେ ମଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହାରଣ ଆପଣା ପିତା ତେରହର ସାକ୍ଷାତରେ କଲ୍‍ଦୀୟମାନଙ୍କ ଊର ନାମକ ଆପଣା ଜନ୍ମ ଦେଶରେ ମଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ହାରଣ ଆପଣା ପିତା ତେରହର ସାକ୍ଷାତରେ କଲ୍‍ଦୀୟମାନଙ୍କ ଊର ନାମକ ଆପଣା ଜନ୍ମ ଦେଶରେ ମଲା।