Genesis 11:29 — Compare Translations

5 translations compared side by side

Odia - 1840
"ଏହାପରେ ଅବ୍ରାମ ଓ ନାହାରେ ଉଭୟ ବିବାହ କଲେ। ଅବ୍ରାମ ସ୍ତ୍ରୀର ନାମ ସାରୀ ଏବଂ ନାହାରରେ ସ୍ତ୍ରୀ ମିଲ୍କା, ହାରୋଣର କନ୍ଯା। ହାରୋଣର ଅନ୍ୟ ଝିଅର ନାମ ୟିସ୍କା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍‍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍‍କା ଓ ଯିସ୍କାର ପିତା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅବ୍ରାମ ଓ ନାହୋର ଉଭୟ ବିବାହ କଲେ। ଅବ୍ରାମଙ୍କ ସ୍ତ୍ରୀର ନାମ ସାରୀ ଏବଂ ନାହୋରର ସ୍ତ୍ରୀ ମି‌ଲ୍‌କା, ହାରୋଣର କନ୍ୟା। ହାରୋଣର ଅନ୍ୟ ଝିଅର ନାମ ଯିସ୍କା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍କା ଓ ଯିସ୍କାର ପିତା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍‍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍‍କା ଓ ଯିସ୍କାର ପିତା।