Genesis 11:3 — Compare Translations
5 translations compared side by side
Odia - 1840
"ଲୋକମାନେ କହିଲେ, ଆସ ଆମେ ଇଟା ପୋଡ଼ି ଟାଣ କରିବା। ତେଣୁ ଲୋକମାନେ ପଥର ବ୍ଯବହାର ନ କରି ଇଟାକୁ ଘର କରିବା ପାଇଁ ବ୍ଯବହାର କଲେ। ଏବଂ ସମାନେେ ମାଟିଆ ତଲକେୁ ଚୂନ ସ୍ବରୂପ ବ୍ଯବହାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନେ ପରସ୍ପର କହିଲେ, ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ । ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ଵରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ଵରୂପ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ କହିଲେ, “ଆସ ଆମ୍ଭେ ଇଟା ପୋଡ଼ି ଟାଣ କରିବା।” ତେଣୁ ଲୋକମାନେ ପଥର ବ୍ୟବହାର ନ କରି ଇଟାକୁ ଘର କରିବା ପାଇଁ ବ୍ୟବହାର କଲେ। ଏବଂ ସେମାନେ ମାଟିଆ ତେଲକୁ ଚୂନ ସ୍ୱରୂପ ବ୍ୟବହାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।