Genesis 11:30 — Compare Translations

5 translations compared side by side

Odia - 1840
"ସାରୀ ବନ୍ଧ୍ଯା ଥିଲେ। ତାଙ୍କର କୌଣସି ସନ୍ତାନ ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସାରୀ ବନ୍ଧ୍ୟା ଥିଲେ, ତାଙ୍କର କୌଣସି ସନ୍ତାନ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସାରୀ ବନ୍ଧ୍ୟା ଥିଲେ। ତାଙ୍କର କୌଣସି ସନ୍ତାନ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସାରୀ ବନ୍ଧ୍ୟା ଥିଲେ, ତାଙ୍କର କୌଣସି ସନ୍ତାନ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସାରୀ ବନ୍ଧ୍ୟା ଥିଲେ, ତାଙ୍କର କୌଣସି ସନ୍ତାନ ନ ଥିଲା।