Genesis 11:32 — Compare Translations
5 translations compared side by side
Odia - 1840
"ତରହେ ହାରଣ ନଗର ରେ ଥାଇ 205 ବର୍ଷ ରେ ମଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତେରହ ହାରଣ ନଗରରେ ଥାଇ ଦୁଇଶହ ପାଞ୍ଚ ବର୍ଷ ବୟସରେ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେରହ ହାରଣ ନଗରରେ ଥାଇ 205 ବର୍ଷରେ ମଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତେରହ ହାରଣ ନଗରରେ ଥାଇ ଦୁଇ ଶହ ପାଞ୍ଚ ବର୍ଷ ବୟସରେ ମଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତେରହ ହାରଣ ନଗରରେ ଥାଇ ଦୁଇଶହ ପାଞ୍ଚ ବର୍ଷ ବୟସରେ ମଲା।