Genesis 11:4 — Compare Translations

5 translations compared side by side

Odia - 1840
"ଏହାପରେ ଲୋକମାନେ କହିଲେ, ଆସ ଆମ୍ଭ ପାଇଁ ଏକ ନଗର ଓ ଏକ ନଭଶ୍ଚୁମ୍ବୀ ଅଟ୍ଟାଳିକା ନିର୍ମାଣ କରିବା ଆମ୍ଭମାନେେ ଅତି ଜଣାଶୁଣା ହବୋ। ତା ହେଲେ ଆମ୍ଭମାନେେ ପୃଥିବୀର ଚ଼ାରିଆଡ଼େ ବିକ୍ଷିପ୍ତ ହବୋ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ କହିଲେ, ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଲୋକମାନେ କହିଲେ, “ଆସ, ଆମ୍ଭ ପାଇଁ ଏକ ନଗର ଓ ଏକ ଗଗନସ୍ପର୍ଶୀ ଅଟ୍ଟାଳିକା ନିର୍ମାଣ କରିବା, ଆମ୍ଭେମାନେ ଅତି ଜଣାଶୁଣା ହେବା। ତା’ହେଲେ ଆମ୍ଭେମାନେ ପୃଥିବୀର ଗ୍ଭରିଆଡ଼େ ବିକ୍ଷିପ୍ତ ହେବା ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ କହିଲେ, “ଆସ, ଆମ୍ଭେମାନେ ଆପଣାମାନଙ୍କ ପାଇଁ ଗୋଟିଏ ନଗର ଓ ଗଗନସ୍ପର୍ଶୀ ଏକ ଉଚ୍ଚ ଗଡ଼ ନିର୍ମାଣ କରୁ; ତହିଁରେ ଆମ୍ଭମାନଙ୍କର ନାମ ବିଖ୍ୟାତ ହେବ, ପୁଣି, ଆମ୍ଭେମାନେ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ ହେବା ନାହିଁ।”