Genesis 11:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଲୋକମାନଙ୍କ ଦ୍ବାରା ଦିଆରି ହେଉଥିବା ନଗର ଏବଂ ଦୂର୍ଗ ଦେଖିବାପାଇଁ ଓହ୍ଲାଇ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମନୁଷ୍ୟସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଲୋକମାନଙ୍କ ଦ୍ୱାରା ତିଆରି ହେଉଥିବା ନଗର ଏବଂ ଦୁର୍ଗ ଦେଖିବା ପାଇଁ ଓହ୍ଲାଇ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ।