Genesis 11:6 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହିଲେ, ଏହି ସମସ୍ତ ଲୋକ ଏକ ଓ ସମାନଙ୍କେର ଭାଷା ଏକ, ସମାନେେ ଏହି କାମ କରିବାକୁ ଏକତ୍ରିତ ହାଇେଛନ୍ତି। ଏହା ତାଙ୍କର ଆରମ୍ଭ ମାତ୍ର। ସମାନେେ ଯେତବେେଳେ ଯାହା ଚ଼ାହିଁବେ ତାହା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ କହିଲେ, ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରୁ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହିଲେ, “ଏହି ସମସ୍ତ ଲୋକ ଏକ ଓ ସେମାନଙ୍କର ଭାଷା ଏକ, ସେମାନେ ଏହି କାମ କରିବାକୁ ଏକତ୍ରିତ ହୋଇଛନ୍ତି। ଏହା ତାଙ୍କର ଆରମ୍ଭ ମାତ୍ର। ସେମାନେ ଯେତେବେଳେ ଯାହା ଗ୍ଭହିଁବେ ତାହା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ କହିଲେ, “ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରେ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ କହିଲେ, “ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରେ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ।