Genesis 11:7 — Compare Translations

5 translations compared side by side

Odia - 1840
"ତେଣୁ ଆସ ତଳକୁ ୟିବା ଏବଂ ସମାନଙ୍କେ ମଧିଅରେ ବିଭିନ୍ନ ଭାଷା ତିଆରି କରିବା। ତେଣୁ ସମାନେେ ପରସ୍ପର ଭାଷା ବୁଝିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁକରି ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେ ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆସ, ତଳକୁ ଯିବା ଏବଂ ସେମାନଙ୍କ ମଧ୍ୟରେ ବିଭିନ୍ନ ଭାଷା ତିଆରି କରିବା। ତେଣୁ ସେମାନେ ପରସ୍ପର ଭାଷା ବୁଝିପାରିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେହି ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।”
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେହି ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।”