Genesis 11:8 — Compare Translations
5 translations compared side by side
Odia - 1840
"ଏହିପରି ଭାବରେ ସଦାପ୍ରଭୁ ପୃଥିବୀର ଲୋକମାନଙ୍କୁ ଛିନ୍ନ ବିଛିନ୍ନ କରି ପକାଇଲେ। ତେଣୁ ସହେି ଲୋକମାନେ ନଗର ନିର୍ମାଣ ଶଷେ କରିପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସଦାପ୍ରଭୁ ସେସ୍ଥାନରୁ ସେମାନଙ୍କୁ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ କଲେ; ଏଣୁ ସେମାନେ ନଗର ନିର୍ମାଣ କରିବାରୁ ନିବୃତ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ସଦାପ୍ରଭୁ ପୃଥିବୀର ଲୋକମାନଙ୍କୁ ଛିନ୍ନ ବିଛିନ୍ନ କରି ପକାଇଲେ। ତେଣୁ ସେହି ଲୋକମାନେ ନଗର ନିର୍ମାଣ ଶେଷ କରି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସଦାପ୍ରଭୁ ସେହି ସ୍ଥାନରୁ ସେମାନଙ୍କୁ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ କଲେ; ଏଣୁ ସେମାନେ ନଗର ନିର୍ମାଣ କରିବାରୁ ନିବୃତ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସଦାପ୍ରଭୁ ସେହି ସ୍ଥାନରୁ ସେମାନଙ୍କୁ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ କଲେ; ଏଣୁ ସେମାନେ ନଗର ନିର୍ମାଣ କରିବାରୁ ନିବୃତ୍ତ ହେଲେ।