Genesis 11:9 — Compare Translations
5 translations compared side by side
Odia - 1840
"ସହେି ସ୍ଥାନର ନାମ ବାବିଲ୍ ହେଲା। ଯେ ହତେୁ ସତାପ୍ରଭୁ ସେସ୍ଥାନ ରେ ସମସ୍ତ ପୃଥିବୀର ଭାଷା ରେ ଭଦେ ଜନ୍ମାଇଲେ ଏବଂ ସେସ୍ଥାନରୁ ଲୋକମାନଙ୍କୁ ଛିନ୍ନ ବିଛିନ୍ନ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେ ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି ସେ ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ଥାନର ନାମ ବାବିଲ୍ ହେଲା। ଯେହେତୁ ସଦାପ୍ରଭୁ ସେସ୍ଥାନରେ ସମସ୍ତ ପୃଥିବୀର ଭାଷାର ଭେଦ ଜନ୍ମାଇଲେ ଏବଂ ସେସ୍ଥାନରୁ ଲୋକମାନଙ୍କୁ ଛିନ୍ନ ବିଛିନ୍ନ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିପାଇଁ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେହି ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି, ସେହି ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିପାଇଁ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେହି ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି, ସେହି ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ।