Genesis 12:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ତୁମ୍ଭର ଦେଶ ଓ ତୁମ୍ଭର ଲୋକମାନଙ୍କୁ ପରିତ୍ଯାଗ କର। ତୁମ୍ଭର ପିତାଙ୍କ ପରିବାର ଛାଡ଼। ମୁଁ ତୁମ୍ଭକୁ ଯେଉଁ ଦେଶ ଦଖାଇବେି ସହେି ଦେଶକୁ ୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରୁ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ଵ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରାମଙ୍କୁ ପରମେଶ୍ୱରଙ୍କର ଡାକରା ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ଦେଶ ଓ ତୁମ୍ଭର ଲୋକମାନଙ୍କୁ ପରିତ୍ୟାଗ କର। ତୁମ୍ଭର ପିତାଙ୍କ ପରିବାର ଛାଡ଼। ମୁଁ ତୁମ୍ଭକୁ ଯେଉଁ ଦେଶ ଦେଖାଇବି ସେହି ଦେଶକୁ ଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।