Genesis 12:10 — Compare Translations
5 translations compared side by side
Odia - 1840
"ସହେି ସମୟରେ ସହେି ଦେଶର ଭୟଙ୍କର ଦୁର୍ଭିକ୍ଷ ପଡ଼ିଲା। ତେଣୁ ଅବ୍ରାମ ବାସ କରିବା ପାଇଁ ମିଶର ଦେଶକୁ ୟାତ୍ରା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ସେହି ଦେଶରେ ଦୁର୍ଭିକ୍ଷ ହେବାରୁ ଅବ୍ରାମ ମିସର ଦେଶରେ ପ୍ରବାସ କରିବାକୁ ଯାତ୍ରା କଲେ; ଯେହେତୁ ଦେଶରେ ଅତିଶୟ ଦୁର୍ଭିକ୍ଷ ପଡ଼ିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମିଶରରେ ଅବ୍ରାମ ସେହି ସମୟରେ ସେହି ଦେଶରେ ଭୟଙ୍କର ଦୁର୍ଭିକ୍ଷ ପଡ଼ିଲା। ତେଣୁ ଅବ୍ରାମ ବାସ କରିବା ପାଇଁ ମିଶର ଦେଶକୁ ଯାତ୍ରା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ସେହି ଦେଶରେ ଦୁର୍ଭିକ୍ଷ ହେବାରୁ ଅବ୍ରାମ ମିସର ଦେଶରେ ପ୍ରବାସ କରିବାକୁ ଯାତ୍ରା କଲେ; ଯେହେତୁ ଦେଶରେ ଅତିଶୟ ଦୁର୍ଭିକ୍ଷ ପଡ଼ିଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ସେହି ଦେଶରେ ଦୁର୍ଭିକ୍ଷ ହେବାରୁ ଅବ୍ରାମ ମିସର ଦେଶରେ ପ୍ରବାସ କରିବାକୁ ଯାତ୍ରା କଲେ; ଯେହେତୁ ଦେଶରେ ଅତିଶୟ ଦୁର୍ଭିକ୍ଷ ପଡ଼ିଥିଲା।