Genesis 12:13 — Compare Translations
5 translations compared side by side
Odia - 1840
"ତେଣୁ ତୁମ୍ଭେ ଲୋକମାନଙ୍କୁ କହିବ, ତୁମ୍ଭେ ମାରେ ଭଉଣୀ ବୋଲି। ସେଥିପାଇଁ ସମାନେେ ମାେତେ ଦୟା ଦଖାଇବେେ। ଏହି ପ୍ରକା ରେ ତୁମ୍ଭେ ମାରେ ପ୍ରାଣକୁ ରକ୍ଷା କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ହେତୁରୁ ମୋʼ ପ୍ରାଣ ରକ୍ଷା ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେ ଲୋକମାନଙ୍କୁ କହିବ, ତୁମ୍ଭେ ମୋର ଭଉଣୀ ବୋଲି। ଯଦ୍ଦ୍ୱାରା ସେମାନେ ମୋତେ ଦୟା ଦେଖାଇବେ। ଏହି ପ୍ରକାରେ ତୁମ୍ଭେ ମୋର ପ୍ରାଣକୁ ରକ୍ଷା କରି ପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋʼ ପ୍ରାଣ ରକ୍ଷା ପାଇବ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋ’ ପ୍ରାଣ ରକ୍ଷା ପାଇବ।”