Genesis 12:14 — Compare Translations

5 translations compared side by side

Odia - 1840
"ଯେତବେେଳେ ଅବ୍ରାମ ମିଶରକୁ ପ୍ରବେଶ କଲେ, ମିଶରୀଯମାନେ ସହେି ସୁନ୍ଦରୀ ସ୍ତ୍ରୀଲୋକ ସାରୀଙ୍କୁ ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅବ୍ରାମ ମିସର ଦେଶରେ ପ୍ରବେଶ କରନ୍ତେ, ମିସରୀୟ ଲୋକମାନେ ସେହି ସ୍ତ୍ରୀଙ୍କୁ ପରମ ସୁନ୍ଦରୀ ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଅବ୍ରାମ ମିଶରକୁ ପ୍ରବେଶ କଲେ, ମିଶରୀୟମାନେ ସେହି ସୁନ୍ଦରୀ ସ୍ତ୍ରୀଲୋକ ସାରୀଙ୍କୁ ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅବ୍ରାମ ମିସର ଦେଶରେ ପ୍ରବେଶ କରନ୍ତେ, ମିସରୀୟ ଲୋକମାନେ ସେହି ସ୍ତ୍ରୀଙ୍କୁ ପରମସୁନ୍ଦରୀ ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅବ୍ରାମ ମିସର ଦେଶରେ ପ୍ରବେଶ କରନ୍ତେ, ମିସରୀୟ ଲୋକମାନେ ସେହି ସ୍ତ୍ରୀଙ୍କୁ ପରମ ସୁନ୍ଦରୀ ଦେଖିଲେ।