Genesis 12:16 — Compare Translations
5 translations compared side by side
Odia - 1840
"ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ଦୟା ଦଖାଇେଲେ, ଏବଂ ତାଙ୍କୁ ଗୋରୁ, ଗର୍ଦ୍ଦଭ, ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ସମାଦର କରି ତାଙ୍କୁ ମେଷ, ଗୋରୁ, ଗର୍ଦ୍ଦଭ ଓ ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ଦୟା ଦେଖାଇଲେ, ଏବଂ ତାଙ୍କୁ ଗୋରୁ, ଗର୍ଦ୍ଦଭ, ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ସମାଦର କରି ତାଙ୍କୁ ମେଷ, ଗୋରୁ, ଗର୍ଦ୍ଦଭ ଓ ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ସମାଦର କରି ତାଙ୍କୁ ମେଷ, ଗୋରୁ, ଗର୍ଦ୍ଦଭ ଓ ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।